ଝୁଡି ଝୁଡିରେ ପୁଳା ପୁଳା ଟଙ୍କା | BJP Protests Corruption; Fake Notes in Bhubaneswar | Odisha Reporter
Advertisment
ମଦ ବ୍ୟବସାୟୀଙ୍କ ଠାରୁ ୩୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହେବା ପରେ ବଢୁଛି ପ୍ରତିବାଦ। ପ୍ରତୀକାତ୍ମକ ଭାବେ ଟୋକେଇରେ ନକଲି ନୋଟ ରଖି ଅଭିନବ ଢଙ୍ଗରେ ବିଜେପିର ପ୍ରତିବାଦ। ଭୁବନେଶ୍ୱର କଳ୍ପନା ଛକ ଠାରେ ଜିଲ୍ଲା ବିଜେପି ପକ୍ଷରୁ ଧାରଣା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us