ଆସନ୍ତା ସାଧାରଣ ନିର୍ବାଚନର ପ୍ରସ୍ତୁତି ସମୀକ୍ଷା ନେଇ ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଅଧିକାରୀମାନଙ୍କ ଏକ ଟିମ୍ ମଧ୍ୟ ଓଡ଼ିଶା ଆସୁଛନ୍ତି। ଏହି ଟିମ୍ ଆଜିଠୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ।
୧୬ ତାରିଖରେ ନିର୍ବାଚନ କମିଶନର ବିଭିନ୍ନ ଜାତୀୟ ଏବଂ ଆଂଚଳିକ ରାଜନୈତିକ ଦଳ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଜ୍ୟ ପଦାଧିକାରୀ, ଡିଇଓ,ଏସପି, ସିପି ଏବଂ ଆଇଜିଙ୍କ ସହ ମଧ୍ୟ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।
Also Read
ଏହା ପରଦିନ ଅର୍ଥାତ୍ ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନୋଡାଲ ଅଫିସର, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଏବଂ ଏନଫୋର୍ସମେଣ୍ଟ ଏଜେନ୍ସି ସହ ନିର୍ବାଚନ ବାବଦରେ ସମୀକ୍ଷା କରିବେ ନିର୍ବାଚନ କମିଶନଙ୍କ ଟିମ୍।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆପ୍ ଉପରେ ବର୍ଷିଲେ ରାହୁଲ, କହିଲେ ମୋଦି-କେଜ୍ରିୱାଲ ସମାନ
ଦିଲ୍ଲୀ ନିର୍ବାଚନ ପାଇଁ ପ୍ରଚାରବେଳେ କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଓ କେଜ୍ରିୱାଲ ଉଭୟ କେବଳ ମିଛ ପ୍ରତିଶ୍ରୁତି ଦିଅନ୍ତି ବୋଲି କହିଲେ।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Politics
ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ହୋଟେଲ୍ ମନ୍ତବ୍ୟର ଜବାବ ରଖିଛନ୍ତି ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ। ସେ କହିଛନ୍ତି, ରେଲୱେର କ୍ୟାଣ୍ଟିନ୍ ଅଛି। ସଂସଦରେ ମଧ୍ୟ କ୍ୟାଣ୍ଟିନ୍ ରହିଛି। ଅବଶ୍ୟ ଖାଇବା ଲୋଭ କାହାର ଅଛି, ତାହା ମିଡିଆରେ ଦେଖାଯାଉଛି।
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।