ସାଲୁଗା ପ୍ରଧାନ ହେବେ ନୂଆ ଉପବାଚସ୍ପତି

ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ ।

Manoj Swain
  • Published: Monday, 20 November 2023
  • Updated: 20 November 2023, 12:20 PM IST

Sports

Latest News

ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ । ନାମାଙ୍କନ ଦାଖଲ ପରେ ସାଲୁଗା ପ୍ରଧାନଙ୍କ ପ୍ରତିକ୍ରିୟା। କହିଲେ, ''ଶାସକ ଓ ବିରୋଧୀ ଦଳର ମତାମତକୁ ସମ୍ମାନ ଦେବି। ଏହାସହ ମତାମତକୁ ସମ୍ମାନ ଦେଇ ଗୃହ କାର୍ଯ୍ୟ ଚଳାଇବି। ତେବେ ବିଜେଡି ଆଦିବାସୀ କାର୍ଡ ଖେଳିଥିବା ଚର୍ଚ୍ଚାକୁ ସେ ଖଣ୍ଡନ କରିଛନ୍ତି।'

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos