Advertisment

ସାଲୁଗା ପ୍ରଧାନ ହେବେ ନୂଆ ଉପବାଚସ୍ପତି

ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ ।

Advertisment

ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ । ନାମାଙ୍କନ ଦାଖଲ ପରେ ସାଲୁଗା ପ୍ରଧାନଙ୍କ ପ୍ରତିକ୍ରିୟା। କହିଲେ, ''ଶାସକ ଓ ବିରୋଧୀ ଦଳର ମତାମତକୁ ସମ୍ମାନ ଦେବି। ଏହାସହ ମତାମତକୁ ସମ୍ମାନ ଦେଇ ଗୃହ କାର୍ଯ୍ୟ ଚଳାଇବି। ତେବେ ବିଜେଡି ଆଦିବାସୀ କାର୍ଡ ଖେଳିଥିବା ଚର୍ଚ୍ଚାକୁ ସେ ଖଣ୍ଡନ କରିଛନ୍ତି।'

Advertisment
BjD Odisha Assembly Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe