ଆସିଲା ଓଡ଼ିଶା ପାଇଁ ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା । ପୁରୀରୁ ଲଢ଼ିବେ ସମ୍ବିତ ପାତ୍ର । ଲୋକସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା ହେବା ପରେ ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର। ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ସମ୍ବିତ ପାତ୍ର କହିଛନ୍ତି, ଗତ ଥର ଅଳ୍ପ ବ୍ୟବଧାନରେ ରହିଯାଇଥିଲା। ମହାପ୍ରଭୁ କହିଥିଲେ, ଅଧିକ ତପସ୍ୟା କରିବାକୁ ପଡ଼ିବ। ତାଙ୍କର ଆଜ୍ଞା ପାଳନ କରି ମୁଁ ୫ ବର୍ଷ ଲୋକଙ୍କ ସହିତ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।