‘ମୁଁ ମହାପ୍ରଭୁଙ୍କ ଆଗରେ ତପସ୍ୟା କରିଛି’ | Odisha Reporter
Advertisment
ଆସିଲା ଓଡ଼ିଶା ପାଇଁ ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା । ପୁରୀରୁ ଲଢ଼ିବେ ସମ୍ବିତ ପାତ୍ର । ଲୋକସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା ହେବା ପରେ ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର। ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ସମ୍ବିତ ପାତ୍ର କହିଛନ୍ତି, ଗତ ଥର ଅଳ୍ପ ବ୍ୟବଧାନରେ ରହିଯାଇଥିଲା। ମହାପ୍ରଭୁ କହିଥିଲେ, ଅଧିକ ତପସ୍ୟା କରିବାକୁ ପଡ଼ିବ। ତାଙ୍କର ଆଜ୍ଞା ପାଳନ କରି ମୁଁ ୫ ବର୍ଷ ଲୋକଙ୍କ ସହିତ ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us