ପୂର୍ବତନ ବିଜେପି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ । ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି। ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।
ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି। ଏହାପରେ ଗତ ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି ଭାବେ ନିଯୁକ୍ତି ମିଳିଛି।
ଏବେ ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସମୀର ମହାନ୍ତିଙ୍କୁ ସ୍ଥାନ ମିଳିଥିବାରୁ ରାଜ୍ୟ ବିଜେପି ଶିବିରରେ ଖୁସିର ମାହୋଲ ଖେଳି ଯାଇଛି।
Also Read
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସକୁ ତାୱଡେଙ୍କ ନୋଟିସ୍; କ୍ଷମା ମାଗ, ନଚେତ୍...
ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ଏବଂ ସୁପ୍ରିୟା ଶ୍ରୀନେଟଙ୍କ ବିରୁଦ୍ଧରେ ଶହେ କୋଟି ଟଙ୍କାର ମାନହାନୀ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି ବିଜେପି ନେତା ବିନୋଦ ତାୱଡେ।
Politics
ନିର୍ବାଚନ ପୂର୍ବରୁ ଆପ୍ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି
କେଜ୍ରିୱାଲଙ୍କ କହିବା କଥା ଯେ ଦଳର ଜିଲ୍ଲା ଓ ବୁଥ ସ୍ତରୀୟ କର୍ମକର୍ତ୍ତାମାନେ ୬୫ ହଜାର ମିଟିଂ ଜରିଆରେ ଭୋଟରଙ୍କ ପାଖରେ ପହଞ୍ଚିବେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।