Advertisment

'ସତ୍ୟବାଦୀରେ ବିଜେଡି ଖାତା ମୁଁ ଖୋଲିଥିଲି'

ସତ୍ୟବାଦୀ ନିର୍ବାଚନ ମଣ୍ଡଳୀକୁ ନେଇ ତେଜିଲା ବିଜେଡି କଳି। ସଂଜୟ ଦାସବର୍ମାଙ୍କ ଭିଡିଓ ଭାଇରାଲ ପରେ ବିଧାୟକ ଉମା ସାମନ୍ତରାୟଙ୍କ କଡ଼ା ଟିପ୍ପଣୀ।

Advertisment

ସତ୍ୟବାଦୀ ନିର୍ବାଚନ ମଣ୍ଡଳୀକୁ ନେଇ ତେଜିଲା ବିଜେଡି କଳି। ସଂଜୟ ଦାସବର୍ମାଙ୍କ ଭିଡିଓ ଭାଇରାଲ ପରେ ବିଧାୟକ ଉମା ସାମନ୍ତରାୟଙ୍କ କଡ଼ା ଟିପ୍ପଣୀ। କହିଲେ, କିଏ କଣ କହିଲା ସେଥିରେ ଯାଏ ଆସେ ନାହିଁ। ଦଳର ସୁପ୍ରିମୋ କିଛି ଟିକେଟ ଘୋଷଣା କଲେଣି କି ପଚାରିଲେ ଉମା। ସତ୍ୟବାଦୀରେ ବିଜେଡି ଖାତା ମୁଁ ଖୋଲିଥିଲି ବୋଲି କହିଲେ ଉମା। ସୂଚନାଯୋଗ୍ୟଯେ, ସତ୍ୟବାଦୀରୁ ପ୍ରାର୍ଥୀ ହେଉଥିବା ନେଇ ସଂଜୟ ଦାସବର୍ମାଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ସତ୍ୟବାଦୀରୁ ସେ ବିଜେଡି ପ୍ରାର୍ଥୀ ହେଉଥିବା ସଂଜୟ କହୁଥିବା ଦେଖାଯାଇଥିଲା।

Advertisment
BjD Puri Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe