/odisha-reporter/media/post_attachments/uploadimage/library/16_9/16_9_0/IMAGE_1721665558.jpg)
Saroj Pradhan and Gobinda Das
ଓଡ଼ିଶା ବିଧାନସଭାରେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନଙ୍କୁ ନିଯୁକ୍ତି ମିଳିଛି । ସେହିପରି ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ନିଯୁକ୍ତି ମିଳିଛି ।
Advertisment
ଆଜିଠୁ ବିଧାନସଭାର ୨୭ଦିନିଆ ଅଧିବେଶନ ଆରମ୍ଭ ହୋଇଥିବାରୁ ଉଭୟ ତତ୍କାଳ ପ୍ରଭାବରୁ ଏହି ଦାୟିତ୍ୱ ତୁଲାଇବେ । ଏନେଇ ଆଜି ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
