Advertisment

ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ

ଆଜିଠୁ ବିଧାନସଭାର ୨୭ଦିନିଆ ଅଧିବେଶନ ଆରମ୍ଭ ହୋଇଥିବାରୁ ଉଭୟ ତତ୍କାଳ ପ୍ରଭାବରୁ ଏହି ଦାୟିତ୍ୱ ତୁଲାଇବେ । ଏନେଇ ଆଜି ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

Saroj Pradhan and Gobinda Das

Saroj Pradhan and Gobinda Das

Advertisment

‍ଓଡ଼ିଶା ବିଧାନସଭାରେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନଙ୍କୁ ନିଯୁକ୍ତି ମିଳିଛି । ସେହିପରି ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ନିଯୁକ୍ତି ମିଳିଛି ।

Advertisment

ଆଜିଠୁ ବିଧାନସଭାର ୨୭ଦିନିଆ ଅଧିବେଶନ ଆରମ୍ଭ ହୋଇଥିବାରୁ ଉଭୟ ତତ୍କାଳ ପ୍ରଭାବରୁ ଏହି ଦାୟିତ୍ୱ ତୁଲାଇବେ । ଏନେଇ ଆଜି ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe