ପାଣ୍ଡିଆନଙ୍କ ଶଳା ପରିଚୟ ଦେଇ ଠକେଇ ମାମଲା; ବିଜେଡିରୁ ସସ୍ମିତା ମାଝୀ ବିଦା

ଭିକେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। 

Manoj Swain
  • Published: Wednesday, 28 August 2024
  • Updated: 28 August 2024, 01:30 PM IST

Sports

Latest News

ଭିକେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ଆଉ ପାଣ୍ଡିଆନଙ୍କ ନାଁ କହି ଶଳାର ପରିଚୟ ଦେଇଥିବା ରମେଶକୁ ପୁଲିସ ବାନ୍ଧିଛି । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos