‍ବରିଷ୍ଠ ବିଜେପି ନେତା ସମୀର ଦେ ଡାକ୍ତରଖାନାରେ ଭର୍ତ୍ତି

ତାଙ୍କୁ ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି।

Samir Dey PhotoOR

ବିଜେପି ନେତା ସମୀର ଦେ

Jitendra Garnayak
  • Published: Friday, 01 November 2024
  • Updated: 01 November 2024, 06:09 PM IST

Sports

Latest News

ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ କଟକର ସିଡିଏ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କୁ ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି।

Also Read

ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story