ସୁର ନେବେ ସନ୍ୟାସ | Odisha Reporter
Advertisment
ନିର୍ବାଚନ ଲଢ଼ିବେନି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ‘ମୁଁ ଆଉ ନିର୍ବାଚନ ଲଢ଼ିବିନି। ମୋ ସାନ ପୁଅ ମନ୍ମଥ ରାଉତରାୟ ଜଟଣୀରୁ ନିର୍ବାଚନ ଲଢ଼ିବ। ମୁଁ ୫୫ ବର୍ଷ ହେଲାଣି କଂଗ୍ରେସରେ ଅଛି। ତେଣୁ ମୋ ଜନ୍ମ କଂଗ୍ରେସରେ ଓ ମୃତ୍ୟୁ ବି ଏଇଠି।' ପ୍ରେସ୍ମିଟ୍ରେ ଏଭଳି କିଛି ସୂଚନା ଦେଇଛନ୍ତି ଜଟଣୀ କଂଗ୍ରେସ ବିଧାୟକ ସୁର ରାଉତରାୟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us