Advertisment

‘ଶାହଙ୍କ ଶାଣିତ ସ୍ବର କାମ ଦେବ’

ଅମିତ୍ ଶାହଙ୍କ ପ୍ରତିକ୍ରିୟାକୁ ନେଇ ରାଜନୈତିକ ସମୀକ୍ଷକ ତଥା ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି କଣ କହିଛନ୍ତି ଶୁଣନ୍ତୁ।

Advertisment

ରାଜ୍ୟରେ ନିର୍ବାଚନୀ ପ୍ରଚାରର ବିଗୁଲ୍ ଫୁଙ୍କିଛନ୍ତି ବିଜେପି ଚାଣକ୍ୟ ତଥା କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ । ଆଉ ସିଧାସଳଖ ନବୀନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରି ଏ ସରକାର ଅଫିସରମାନଙ୍କ ମାଧ୍ୟମରେ ଭୟଙ୍କର ଦୁର୍ନୀତିରେ ଲିପ୍ତ ବୋଲି କହିଛନ୍ତି । ତେବେ ଅମିତ୍ ଶାହଙ୍କ ପ୍ରତିକ୍ରିୟାକୁ ନେଇ ରାଜନୈତିକ ସମୀକ୍ଷକ ତଥା ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି କଣ କହିଛନ୍ତି ଶୁଣନ୍ତୁ।  

Advertisment
Bjp Odisha Amit Shah
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe