Advertisment

'ପାଣ୍ଡିଆନ ଥିବା ଯାଏ ବିଜେଡି କେବେ ଜିତିବନି'

ବିଜେଡି ଛାଡ଼ିବାର କିଛି ଦିନ ପରେ ଆଜି ଗଣମାଧ୍ୟମ ଆଗରେ ଏଭଳି କିଛି ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ସାଂଦସ ପ୍ରସନ୍ନ ପାଟ୍ଟଶାଣୀ ।

author-image
Manoj Swain
ଅଦ୍ୟତନ ହୋଇଛି

ପାଣ୍ଡିଆନ ଥିବା ପର୍ଯ୍ୟନ୍ତ ବିଜେଡି ନିର୍ବାଚନ ଜିତି ପାରିବ ନାହିଁ। ବିଜେଡି ଛାଡ଼ିବାର କିଛି ଦିନ ପରେ ଆଜି ଗଣମାଧ୍ୟମ ଆଗରେ ଏଭଳି କିଛି ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ସାଂଦସ ପ୍ରସନ୍ନ ପାଟ୍ଟଶାଣୀ । ସେ ଆହୁରି କହିଛନ୍ତି, ଯେଉଁ ଦଳକୁ ଆମେ ସଂଘର୍ଷ କରି ଗଢ଼ିଥିଲୁ, ମୋର ଦୁର୍ଭାଗ୍ୟ ଯେ ସେହି ଦଳ ଛାଡ଼ି ଆସିବାକୁ ପଡ଼ିଲା। ମୁଁ ସ୍ପଷ୍ଟ ଭାବେ କହୁଛୁ ଯେ, ପାଣ୍ଡିଆନ ବାବୁଙ୍କ ପାଇଁ ମୁଁ ବିଜେଡି ଛାଡ଼ି ଦେଲି।

Advertisment
Odisha BjD