Advertisment

'ମୁଁ ଦଳରେ କଣ୍ଟା ଥିଲି'

ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କୁ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି।

author-image
Manoj Swain

ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କୁ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କ ବିରୋଧରେ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ନେଇଛି ଦଳ। ସେ କଂଗ୍ରେସରେ ଥାଇ ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିବା ତାଙ୍କ ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ପ୍ରଚାର କରୁଥିବା ଅଭିଯୋଗ ହୋଇଥିଲା। ସେ ଏହାକୁ ଖଣ୍ଡନ କରି ଆସୁଥିଲେ ହେଁ ଦଳ ପକ୍ଷରୁ ତାଙ୍କୁ ୨ ଥର କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା। କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କୃତ ହେଲା ପରେ ସୁର ରାଉତରାୟ କଣ କହିଛନ୍ତି ଶୁଣନ୍ତୁ। 

Advertisment
Congress Sura Routray Odisha