Advertisment

ନବୀନ ବାବୁ ଅଭିନୟ କରୁଥିଲେ: ଅମର ଶତପଥୀ

ପୁଣି ବଡ଼ ବୟାନ ଦେଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ ।

author-image
Manoj Swain

ପୁଣି ବଡ଼ ବୟାନ ଦେଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ । ସେ କହିଛନ୍ତି, ନବୀନ ବାବୁ ଅଭିନୟ କରୁଥିଲେ । ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ । 

Advertisment
Odisha BjD Amar Prasad Satpathy