ବରିଷ୍ଠ ନେତା ଅମର ଶତପଥୀଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣାରୁ ପ୍ରାର୍ଥୀ କରିଛି ବିଜେଡି। ତେବେ ଅମର ଶତପଥୀଙ୍କ ଟିକେଟ୍ କଟିବା ପରେ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ଶତାଧିକ ସମର୍ଥକ ଅମରଙ୍କ ଭୁବନେଶ୍ୱର ସ୍ଥିତ ବାସ ଭବନରେ ଏକାଠି ହୋଇଛନ୍ତି। ଆଉ ନିଜର ଅସନ୍ତୋଷ ଝାଡ଼ିଛନ୍ତି। ଅମର ଶତପଥୀ ଦଳରେ ରହିବେ ନା ଛାଡିବେ ସେ ନେଇ ରାଜନୈତକ ମହଲରେ ନାନା କଳ୍ପନାଜଳ୍ପନା ଆରମ୍ଭ ହୋଇଛି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Politics
ଆପ୍ ବିରୋଧରେ ବିଜେପି ଜାରି କଲା ‘ଚାର୍ଜଶିଟ୍’
କାର୍ଯ୍ୟକ୍ରମରେ ଆପ୍ ବିରୋଧରେ ବିଭିନ୍ନ ପ୍ରକାରର ସ୍ଲୋଗାନ ଥିବା ପୋଷ୍ଟର ଓ ବ୍ୟାନର ମଧ୍ୟ ଲଗାଇଯାଇଛି। ୧୦ ସାଲ ଦିଲ୍ଲୀ ବେହାଲ, ଦିଲ୍ଲୀ କା ଏକ୍ୟୁଆଇ ହୁଆ ୫୦୦ ପାର, ଯମୁନା ମେଁ ହେ ପଲ୍ୟୁସନ କି ବାହାର ଭଳି ଲେଖା ପ୍ରଦର୍ଶିତ କରାଯାଇଛି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।