ବବି ଓ ତାଙ୍କ ମା’ ହାରିଲେ: ଅରୁଣ ସାହୁ ଓ ସୋଫିଆ ଜିତିଲେ

ସମ୍ବଲପୁର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପୁଳ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କୁ ଲକ୍ଷାଧିକ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି ।

Pranab Prakash Das

ପ୍ରଣବ ପ୍ରକାଶ ଦାସ ଓ ତାଙ୍କ ମା’

Ordigital Desk
  • Published: Tuesday, 04 June 2024
  • Updated: 04 June 2024, 05:34 PM IST

Sports

Latest News

ବିଜେଡିକୁ ଗୋଟିଏ ପରେ ଗୋଟିଏ ଶକ୍ତ ଧକ୍କା ଲାଗିଛି । ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ କୋରେଇ ବିଧାନସଭା ଆସନରୁ ହାରି ଯାଇଛନ୍ତି । ତେବେ ନୟାଗଡ଼ ବିଜେଡି ପ୍ରାର୍ଥୀ ଅରୁଣ ସାହୁ ଓ କଟକ-ବାରବାଟୀ କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିରଦୋଶ ବିଜୟୀ ହୋଇଛନ୍ତି।

ସମ୍ବଲପୁର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପୁଳ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କୁ ଲକ୍ଷାଧିକ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ସେହିପରି ବବିଙ୍କ ମା’ କୋରେଇ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ସନ୍ଧ୍ୟାରାଣୀ ଦାସ ପରାଜିତ ହୋଇଛନ୍ତି । ସେଠାରେ ତାଙ୍କୁ ବିଜେପି ପ୍ରାର୍ଥୀ ଆକାଶ ଦାସ ନାୟକ ପରାସ୍ତ କରିଛନ୍ତି ।

Also Read

ସେହିପରି ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ପରାସ୍ତ ହୋଇଛନ୍ତି । ସୁକିନ୍ଦା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଶ୍ରୀ ଘଡ଼େଇଙ୍କୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ପ୍ରଦୀପ ବଳସାମନ୍ତ ପରାଜିତ କରିଛନ୍ତି । ଜଳେଶ୍ୱର ଆସନରୁ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ପରାସ୍ତ ହୋଇଛନ୍ତି । ତାଙ୍କୁ ବିଜେପି ପ୍ରାର୍ଥୀ ବ୍ରଜମୋହନ ପ୍ରଧାନ ପରାସ୍ତ କରିଛନ୍ତି । ସତ୍ୟବାଦୀ ଆସନରୁ ବିଜେଡିର ହେଭିୱେଟ୍ ନେତା ସଞ୍ଜୟ ଦାସବର୍ମା ପରାଜିତ ହୋଇଛନ୍ତି । ସେଠାରେ ବିଜେପିର ଓମପ୍ରକାଶ ମିଶ୍ର ବିଜୟୀ ହୋଇଛନ୍ତି ।

ସେହିପରି ବିଜେଡିର ହେଭିୱେଟ୍ ନେତା ନୟାଗଡ଼ ବିଧାୟକ ଅରୁଣ ସାହୁ ବିଜୟୀ ହୋଇଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ରାଣୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କଠୁ ୩୯୬ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସେହିପରି କଟକ-ବାରବାଟୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ସୋଫିଆ ଫିରଦୋଷ ବିଜେପିର ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ପରାସ୍ତ କରିଛନ୍ତି । ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁର ଆସନରୁ ବିଜୟୀ ହୋଇଛନ୍ତି । ବିଜେଡି ବିଧାୟକ ସୁଶାନ୍ତ କୁମାର ରାଉତ ଭୁବନେଶ୍ୱର-ଉତ୍ତର ଆସନରୁ, ବିଧାୟକ ଧ୍ରୁବ ସାହୁ ରାଜନଗରରୁ, ବିଧାୟକ ମନୋହର ରନ୍ଧାରୀ ଡାବୁଗାଁ, ବିଜେଡି ପ୍ରାର୍ଥୀ ବିଧାୟକ ଅଧୀରାଜ ପାଣିଗ୍ରାହୀ ଖଡ଼ିଆଳ ଆସନରୁ ବିଜୟୀ ହୋଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story