ଦୁଇ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚୁପ୍ ରହିବା ପରେ ପୁଣି ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏଥର ଉଠାଇଛନ୍ତି ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରସଙ୍ଗରେ। ଜଗତସିଂହପୁର ଏରସମା ଶିଆଳି ବାଲିଯାତ୍ରାରେ ସୌମ୍ୟଙ୍କ ମନ୍ତବ୍ୟ। କହିଲେ, ମୁଁ ସତକଥା କହେ ବୋଲି ଆମ ସରକାର ମୋ ଉପରେ ସନ୍ତୁଷ୍ଟ ନୁହଁନ୍ତି। ସତକଥା ଟି ହେଲା, ଯୁବକ ମାନଙ୍କ ମଧ୍ୟରେ ନେତୃତ୍ୱର ବିକାଶ ପାଇଁ ସୁଯୋଗ ଦିଆନଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
'ବାଇଡେନଙ୍କ ପରି ମୋଦିଙ୍କ ମେମୋରି ଲସ୍ ହୋଇଗଲାଣି'
ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି ବୋଲି ରାହୁଲ ଗାନ୍ଧି କହିଛନ୍ତି।
Politics
ବିଜେପି-କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ୍, ସୋମବାର ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ
ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ।
Politics
ବିଜେଡିକୁ ଝଟ୍କା, ଅନାସ୍ଥାରେ ହାରିଲେ ବ୍ଲକ୍ ଅଧ୍ୟକ୍ଷା
ଆଜି ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଅନାସ୍ଥା ଭୋଟିଂ ହୋଇଥିଲା। ୨ ବିଧାୟକ, ଢେଙ୍କାନାଳ ସାଂସଦଙ୍କୁ ମିଶାଇ ୬୨ ଜଣ ଅନାସ୍ଥା ଭୋଟ୍ରେ ଅଂଶ ଗ୍ରହଣ କରିଥିଲେ।
Politics
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ସୁଖବୀର ସିଂହ ବାଦଲଙ୍କ ଇସ୍ତଫା
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଅକାଳୀ ଦଳର ବରିଷ୍ଠ ନେତା ଦଲଜିତ ସିଂହ ଚୀମା ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।
Politics
ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କଲେ ନିର୍ବାଚନ ଆୟୋଗ
ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କରାଯାଇଛି।