Advertisment

'ସତକଥା କହେ ବୋଲି ସରକାର ଅସନ୍ତୁଷ୍ଟ'

ଦୁଇ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚୁପ୍ ରହିବା ପରେ ପୁଣି ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏଥର ଉଠାଇଛନ୍ତି ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରସଙ୍ଗରେ।

Advertisment

ଦୁଇ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚୁପ୍ ରହିବା ପରେ ପୁଣି ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏଥର ଉଠାଇଛନ୍ତି ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରସଙ୍ଗରେ। ଜଗତସିଂହପୁର ଏରସମା ଶିଆଳି ବାଲିଯାତ୍ରାରେ ସୌମ୍ୟଙ୍କ ମନ୍ତବ୍ୟ। କହିଲେ, ମୁଁ ସତକଥା କହେ ବୋଲି ଆମ ସରକାର ମୋ ଉପରେ ସନ୍ତୁଷ୍ଟ ନୁହଁନ୍ତି। ସତକଥା ଟି ହେଲା, ଯୁବକ ମାନଙ୍କ ମଧ୍ୟରେ ନେତୃତ୍ୱର ବିକାଶ ପାଇଁ ସୁଯୋଗ ଦିଆନଯିବ।

Advertisment
Soumya Ranjan Patnaik Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe