ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଗୁପ୍ତ ବୈଠକକୁ ନେଇ ଚାରିଆଡ଼େ ଚର୍ଚ୍ଚା। ରାତିରେ ନିଜ କର୍ମୀଙ୍କୁ ଟିକଟ ନେଇ ଚର୍ଚ୍ଚା କରିଛନ୍ତି। ଏହା ପରେ ଏବେ ଆଲୋଚନା ହେଉଛି, ବିଜେଡ଼ିକୁ ଫେରିବେ କି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ବହିଷ୍କାର ହଟାଇ ପୁଣି ବିଜେଡ଼ି ପ୍ରାର୍ଥୀ ହୋଇପାରନ୍ତି ସୌମ୍ୟ ! କର୍ମୀଙ୍କ ସହ ଗୁପ୍ତସଭା ପରେ ଚର୍ଚ୍ଚା ଏବେ ଲାଗି ରହିଛି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବେଦକରଙ୍କ ବିରୋଧରେ କଂଗ୍ରେସ ପାପର ତାଲିକା ଦେଲେ ମୋଦି
ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ଆଧାର କରି କଂଗ୍ରେସ ତାଙ୍କ ଇସ୍ତଫା ଦାବିରେ ବିକ୍ଷୋଭ କରିଚାଲିଛି। ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସକୁ ଆମ୍ବେଦକର ପ୍ରସଙ୍ଗରେ ଧୋଇଛନ୍ତି।
Politics
ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକ ବିଶ୍ୱ ଏନଜିଓର ଫାଉଣ୍ଡର ଥିଲେ।
Politics
ଅଫିସରରାଜରେ ପଡ଼ିବ ପୂର୍ଣ୍ଣଚ୍ଛେଦ: ସାଂସଦ-ବିଧାୟକଙ୍କ ପାଇଁ ଖୋଲିବ ସ୍ୱତନ୍ତ୍ର ସେଲ୍, ପ୍ରତିମାସରେ ହେବ ସମୀକ୍ଷା
ବିଜେଡି ଶାସନ କାଳରେ ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ବଳରେ ସରକାରୀ ଅଫିସରମାନେ ଧରାକୁ ସରା ମଣୁଥିଲେ । ଯେଉଁଥିପାଇଁ ବିଧାୟକ ଓ ସାଂସଦମାନଙ୍କୁ ବିଭିନ୍ନ ସମୟରେ ଅପମାନିତ ହେବାକୁ ପଡ଼ୁଥିଲା
Politics
ନିର୍ବାଚନ ପରାଜୟ ପରେ ପ୍ରଥମଥର ଫଡ଼ନାଭିସଙ୍କୁ ଭେଟିଲେ ଉଦ୍ଧବ ଠାକରେ
ଉଦ୍ଧବ ଠାକରେଙ୍କ ପୁଅ ତଥା ଶିବସେନା(ଉଦ୍ଧବ ବାଲାସାହେବ ଠାକରେ) ଆଦିତ୍ୟ ଠାକରେଙ୍କ ମଧ୍ୟ ବାପାଙ୍କ ସହ ଏହି ବୈଠକରେ ଉପସ୍ଥିତ ରହିଥିଲେ।
Politics
ମନ୍ତ୍ରୀ ପଦ ନ ମିଳିବାରୁ ରାଗି ଗଲେ ଛଗନ ଭୁଜବଳ, ଉପ ମୁଖ୍ୟମନ୍ତ୍ରୀଙ୍କୁ କଲେ ଟାର୍ଗେଟ
ଅଜିତ ପାୱାରଙ୍କ ସମେତ ଏନସିପିର କାର୍ଯ୍ୟକାରୀ ସଭାପତି ପ୍ରଫୁଲ ପଟେଲଙ୍କୁ ମଧ୍ୟ ସେ ସମାଲୋଚନା କରିଛନ୍ତି। କ’ଣ ସେ ସେମାନଙ୍କ ହାତର ଚାବି ଦିଆ କଣ୍ଢେଇ ବୋଲି ମଧ୍ୟ ଛଗନ ଭୁଜବଳ ପ୍ରଶ୍ନ କରିଛନ୍ତି।