ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ । 

Manoj Swain
  • Published: Monday, 19 August 2024
  • Updated: 19 August 2024, 04:32 PM IST

Sports

Latest News

ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ସେ କହିଛନ୍ତି, ନିର୍ବାଚନ ନ ଲଢି ବି ରାଜନୀତି କରିହେବ। ରାଜନୀତି ମାନେ ନୁହେଁ ନିର୍ବାଚନ ଲଢିବା କିମ୍ବା କେଉଁ ଦଳରେ ରହିବା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos