Advertisment

'2024 ନିର୍ବାଚନ ପ୍ରାୟ ଲଢ଼ିବି ନାହିଁ'

'ନିର୍ବାଚନ ଲଢ଼ିବି କି ନାହିଁ ନିଷ୍ପତ୍ତି ନେଇନି, ପ୍ରାୟ ଲଢ଼ିବି ନାହିଁ। ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ'

Advertisment

ଦୀର୍ଘ ଦିନ ପରେ ପୁଣି ମୁହଁ ଖୋଲିଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ଖୋର୍ଦ୍ଧାରେ ଜାନକୀ ଜୟନ୍ତୀ ଅବସରରେ ସୌମ୍ୟଙ୍କ ବଡ଼ ମନ୍ତବ୍ୟ। କହିଲେ, ନିର୍ବାଚନ ଲଢ଼ିବି କି ନାହିଁ ନିଷ୍ପତ୍ତି ନେଇନି, ପ୍ରାୟ ଲଢ଼ିବି ନାହିଁ। ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Soumya Ranjan Patnaik Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe