କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭା ଆସନରୁ ଲଢ଼ିପାରନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଆଜି ସେ ଏନେଇ ଇଙ୍ଗିତ କରିଛନ୍ତି। ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ଅବସରରେ ଗଣମାଧ୍ୟମକୁ ସେ ଏନେଇ ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ଶ୍ରୀ ପଟ୍ଟନାୟକ କହିଛନ୍ତି, ଏଠାରୁ ଲଢ଼ିବାକୁ ବିଜେପି ତରଫରୁ ପ୍ରସ୍ତାବ ଆସିଛି। ଏଠାକାର ସ୍ଥାନୀୟ ଲୋକ ମଧ୍ୟ ମୋ ଉପରେ ଲଢ଼ିବା ଚାପ ପକାଉଛନ୍ତି। ଏନେଇ ମୋତେ ସଦ୍ବୁଦ୍ଧି ଦେବାକୁ ମା’ଙ୍କ ଦର୍ଶନ କରିବାକୁ ଆସିଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବେଦକରଙ୍କ ବିରୋଧରେ କଂଗ୍ରେସ ପାପର ତାଲିକା ଦେଲେ ମୋଦି
ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ଆଧାର କରି କଂଗ୍ରେସ ତାଙ୍କ ଇସ୍ତଫା ଦାବିରେ ବିକ୍ଷୋଭ କରିଚାଲିଛି। ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସକୁ ଆମ୍ବେଦକର ପ୍ରସଙ୍ଗରେ ଧୋଇଛନ୍ତି।
Politics
ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକ ବିଶ୍ୱ ଏନଜିଓର ଫାଉଣ୍ଡର ଥିଲେ।
Politics
ଅଫିସରରାଜରେ ପଡ଼ିବ ପୂର୍ଣ୍ଣଚ୍ଛେଦ: ସାଂସଦ-ବିଧାୟକଙ୍କ ପାଇଁ ଖୋଲିବ ସ୍ୱତନ୍ତ୍ର ସେଲ୍, ପ୍ରତିମାସରେ ହେବ ସମୀକ୍ଷା
ବିଜେଡି ଶାସନ କାଳରେ ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ବଳରେ ସରକାରୀ ଅଫିସରମାନେ ଧରାକୁ ସରା ମଣୁଥିଲେ । ଯେଉଁଥିପାଇଁ ବିଧାୟକ ଓ ସାଂସଦମାନଙ୍କୁ ବିଭିନ୍ନ ସମୟରେ ଅପମାନିତ ହେବାକୁ ପଡ଼ୁଥିଲା
Politics
ନିର୍ବାଚନ ପରାଜୟ ପରେ ପ୍ରଥମଥର ଫଡ଼ନାଭିସଙ୍କୁ ଭେଟିଲେ ଉଦ୍ଧବ ଠାକରେ
ଉଦ୍ଧବ ଠାକରେଙ୍କ ପୁଅ ତଥା ଶିବସେନା(ଉଦ୍ଧବ ବାଲାସାହେବ ଠାକରେ) ଆଦିତ୍ୟ ଠାକରେଙ୍କ ମଧ୍ୟ ବାପାଙ୍କ ସହ ଏହି ବୈଠକରେ ଉପସ୍ଥିତ ରହିଥିଲେ।
Politics
ମନ୍ତ୍ରୀ ପଦ ନ ମିଳିବାରୁ ରାଗି ଗଲେ ଛଗନ ଭୁଜବଳ, ଉପ ମୁଖ୍ୟମନ୍ତ୍ରୀଙ୍କୁ କଲେ ଟାର୍ଗେଟ
ଅଜିତ ପାୱାରଙ୍କ ସମେତ ଏନସିପିର କାର୍ଯ୍ୟକାରୀ ସଭାପତି ପ୍ରଫୁଲ ପଟେଲଙ୍କୁ ମଧ୍ୟ ସେ ସମାଲୋଚନା କରିଛନ୍ତି। କ’ଣ ସେ ସେମାନଙ୍କ ହାତର ଚାବି ଦିଆ କଣ୍ଢେଇ ବୋଲି ମଧ୍ୟ ଛଗନ ଭୁଜବଳ ପ୍ରଶ୍ନ କରିଛନ୍ତି।