Advertisment

ଘସିପୁରା ବିଧାନସଭା ଆସନରୁ ଲଢ଼ିପାରନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ

କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭା ଆସନରୁ ଲଢ଼ିପାରନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଆଜି ସେ ଏନେଇ ଇଙ୍ଗିତ କରିଛନ୍ତି।

Advertisment

କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭା ଆସନରୁ ଲଢ଼ିପାରନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଆଜି ସେ ଏନେଇ ଇଙ୍ଗିତ କରିଛନ୍ତି। ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ଅବସରରେ ଗଣମାଧ୍ୟମକୁ ସେ ଏନେଇ ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ଶ୍ରୀ ପଟ୍ଟନାୟକ କହିଛନ୍ତି, ଏଠାରୁ ଲଢ଼ିବାକୁ ବିଜେପି ତରଫରୁ ପ୍ରସ୍ତାବ ଆସିଛି। ଏଠାକାର ସ୍ଥାନୀୟ ଲୋକ ମଧ୍ୟ ମୋ ଉପରେ ଲଢ଼ିବା ଚାପ ପକାଉଛନ୍ତି। ଏନେଇ ମୋତେ ସଦ୍‌ବୁଦ୍ଧି ଦେବାକୁ ମା’ଙ୍କ ଦର୍ଶନ କରିବାକୁ ଆସିଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।

Advertisment
Odisha Bjp Soumya Ranjan Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe