Advertisment

‘ମେଣ୍ଟ ପାଇଁ ନିବେଦନ କରିଥିଲା ବିଜେଡି'

‘ରାଜ୍ୟରେ ବିଜେପି ସହିତ ମେଣ୍ଟ କରିବାକୁ ବିଜେଡି କରିଥିଲା ନିବେଦନ। କିନ୍ତୁ ବିଜେପି ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି।’

author-image
Manoj Swain

‘ରାଜ୍ୟରେ ବିଜେପି ସହିତ ମେଣ୍ଟ କରିବାକୁ ବିଜେଡି କରିଥିଲା ନିବେଦନ। କିନ୍ତୁ ବିଜେପି ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି।’ ରାଜ୍ୟରେ ବେଶ୍‌ କିଛି ଦିନ ଧରି ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଉପରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଥିବା ବେଳେ ଏଭଳି କିଛି ମନ୍ତବ୍ୟ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ।

Advertisment
Odisha MP Aparajita Sarangi