Advertisment

ଆଜି ସଂଧ୍ୟାରେ ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ ।

author-image
Manoj Swain

ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା। ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ । ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bhubaneswar Bjp Narendra Modi