ରାଜଧାନୀରେ କମ୍ପିବ ମୋଦି ନାରା | PM Modi to hold roadshow in Bhubaneswar | Election 2024 | OR
Advertisment
ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା। ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ । ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us