କାଲିଠୁ ଗଡ଼ିବ 'ସୁଭଦ୍ରା' ସଚେତନତା ରଥ

ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ କାଲିଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଗଡିବ ସଚେତନତା ରଥ।

subhadra yojana PhotoOR

Representational image

Tapaswini Nayak
  • Published: Friday, 06 September 2024
  • Updated: 06 September 2024, 07:49 AM IST

Sports

Latest News

ସୁଭଦ୍ରା ଯୋଜନା ସଂପର୍କିତ ସୂଚନା ପାଇଁ କାଲିଠୁ ଗଡ଼ିବ ସଚେତନତା ରଥ। ସୁଭଦ୍ରା ଯୋଜନାର କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି।

ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ କାଲିଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଗଡିବ ସଚେତନତା ରଥ। ରଥ କେଉଁ ରାସ୍ତାରେ ପରିଭ୍ରମଣ କରିବ, ତାହାର ନକ୍ସା ଅଂଚଳର ଜନପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ଜଣାଯିବ। ଫଳରେ ଜନପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ।

Also Read

ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ। ନକଲି ଓେୱେ୍ ସାଇଟରେ ଯେପରି ଆବେଦନକାରୀ ଆବେଦନ ନକରନ୍ତି, ତାହାକୁ ନିଶ୍ଚିତ କରିବା ସହ, ଏହା ଜଣା ପଡିଲେ ତୁରନ୍ତ ରାଜ୍ୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଭିଡ଼ିଓ କନଫରେନ୍ସ ଜରିଆରେ ରାଜସ୍ୱ ଆୟୁକ୍ତ, ଜିଲ୍ଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକ ମାଧ୍ୟମରେ ସ୍ଥିତି ସମୀକ୍ଷା କରିଛନ୍ତି। ଲୋକସେବା ଭବନ ଆୟୋଜିତ ବୈଠକରେ ଉନ୍ନୟନ କମିଶନରଙ୍କ ସମେତ ଯୋଜନା ସଂମ୍ପର୍କିତ ବିଭିନ୍ନ ବିଭାଗରେ ପ୍ରମୁଖ ଶାସନ ସଚିବ ଏବଂ ଭୁବନେଶ୍ୱର ମହାନଗର ନିଗମ କମିଶନରଙ୍କ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story