‘ସେପ୍ଟେମ୍ବର ୧୭ରୁ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା’

ଆଜି ନୂଆଦିଲ୍ଲୀରେ ପ୍ରବାସୀ ଓଡ଼ିଆଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  କହିଛନ୍ତି ଯେ,ସେପ୍ଟେମ୍ବର ୧୭ତାରିଖରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ହିଁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେବ ।

CM PhotoOR

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Ordigital Desk
  • Published: Saturday, 29 June 2024
  • Updated: 29 June 2024, 10:54 PM IST

Sports

Latest News

ରାଜ୍ୟର ବିଜେପି ସରକାର ନିଜର ନିର୍ବାଚନୀ ପ୍ରତିଶ୍ରୁତି ପାଳନ କରି ଆସନ୍ତା ସେପ୍ଟେମ୍ବର ୧୭ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ ନିଷ୍ପତ୍ତି ନେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ଉକ୍ତଦିନ ହିଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।

ଆଜି ନୂଆଦିଲ୍ଲୀରେ ପ୍ରବାସୀ ଓଡ଼ିଆଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  କହିଛନ୍ତି ଯେ,ସେପ୍ଟେମ୍ବର ୧୭ତାରିଖରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ହିଁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେବ । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଉକ୍ତଦିନ ଓଡ଼ିଶା ଆସି ଏହି ଯୋଜନାର ଲୋକାର୍ପଣ କରିବେ । ଉକ୍ତଦିନ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ । ଏହାସହିତ ରାଜ୍ୟର ବିଜେପି ସରକାର ନିଜର ପ୍ରତିଶ୍ରୁତି ମୁତାବକ ଆସନ୍ତା ଖରିଫ ଋତୁରୁ ଧାନର ଏମଏସପି ୩୧୦୦ଟଙ୍କା କ୍ୱିଣ୍ଟାଲ ପିଛା ଦେବ ବୋଲି ଶ୍ରୀ ମାଝୀ କହିଛନ୍ତି । କେନ୍ଦ୍ର ସରକାର ଏବେ ଧାନର କ୍ୱିଣ୍ଟାଲ ଏମଏସପି ୨୩୦୦ଟଙ୍କା ଦେବେ ଓ ବାକି ୮୦୦ଟଙ୍କା ରାଜ୍ୟ ସରକାର ଉଭୟ ଖରିଫ ଓ ଋବି ଋତୁରେ ଚାଷୀଙ୍କୁ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାର ନିଜର ୧୦୦ଦିନର କାର୍ଯ୍ୟକ୍ରମରେ ସୁଭ୍ରଦା ଯୋଜନା ଓ ଚାଷୀଙ୍କୁ ୩୧୦୦ଟଙ୍କାର ଏମଏସପି ଦେବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।

Also Read

ସୂଚନଯୋଗ୍ୟ, ବିଜେପି ସରକାର ରାଜ୍ୟରେ ସୁଭଦ୍ରା ଯୋଜନାରେ ପ୍ରତ୍ୟେକ ମହିଳାଙ୍କୁ ଦୁଇବର୍ଷ ପାଇଁ ୫୦ହଜାର ଟଙ୍କାର ଭାଉଚର ଯୋଗାଇ ଦେବେ । ଯାହାକୁ ମହିଳାମାନେ ନିଜର ଇଚ୍ଛା ଓ ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରିପାରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story