Advertisment

ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ

ସେପ୍ଟେମ୍ବର ୧୭ରୁ କାର୍ଯ୍ୟକାରୀ ହେବ ‘ସୁଭଦ୍ରା’ ଯୋଜନା। ବିଜେପି ସମ୍ବର୍ଦ୍ଧନା ସଭାରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

Advertisment

ସେପ୍ଟେମ୍ବର ୧୭ରୁ କାର୍ଯ୍ୟକାରୀ ହେବ ‘ସୁଭଦ୍ରା’ ଯୋଜନା। ବିଜେପି ସମ୍ବର୍ଦ୍ଧନା ସଭାରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସଂକଳ୍ପ ପତ୍ରରେ ଯାହା କହିଥିଲେ, ସେଇଆ କରିବ ବିଜେପି ସରକାର । ଶହେ ଦିନରେ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିବେ ରାଜ୍ୟ ସରକାର । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଲେ ଖୁବଶୀଘ୍ର ଆରମ୍ଭ ହେବ । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bjp Odisha Cm
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe