ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ

ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟକ ହୋଇଥିଲେ।

Sunanda Das

ସୁନନ୍ଦା ଦାସ

Jitendra Garnayak
  • Published: Tuesday, 29 October 2024
  • Updated: 29 October 2024, 10:57 PM IST

Sports

Latest News

ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ସେ ଅଭିଯୋଗ କରିଛନ୍ତି। 

Also Read

ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟକ ହୋଇଥିଲେ। ତେବେ ୨୦୨୪ ନିର୍ବାଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ବିଜେପି ଛାଡ଼ି ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଟିକେଟ ଦେଇଥିଲା ବିଜେଡି। ସେ ବିଜୟୀ ମଧ୍ୟ ହୋଇଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story