Sunanda Das
Advertisment
ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ସେ ଅଭିଯୋଗ କରିଛନ୍ତି।
Advertisment
ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟକ ହୋଇଥିଲେ। ତେବେ ୨୦୨୪ ନିର୍ବାଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ବିଜେପି ଛାଡ଼ି ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଟିକେଟ ଦେଇଥିଲା ବିଜେଡି। ସେ ବିଜୟୀ ମଧ୍ୟ ହୋଇଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1730222782.jpg)