ବରିଷ୍ଠ ନେତା ଅମର ଶତପଥୀଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣାରୁ ପ୍ରାର୍ଥୀ କରିଛି ବିଜେଡି। ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଟିକେଟ କାହିଁକି କଟିଲା ? ତାହାର କାରଣ ଜଣାପଡ଼ିନଥିବା ବେଳେ ଅମରଙ୍କ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ଶତାଧିକ ସମର୍ଥକ ଅମରଙ୍କ ଭୁବନେଶ୍ୱର ସ୍ଥିତ ବାସ ଭବନରେ ଏକାଠି ହୋଇଛନ୍ତି। ଆଉ ନିଜର ଅସନ୍ତୋଷ ଝାଡ଼ିଛନ୍ତି। ତେବେ ଏହାକୁ ନେଇ ଅମର ଶତପଥୀ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।