Advertisment

କାହିଁକି ଡାକିଲନି ସାଂସଦଙ୍କୁ ?

ତେବେ ଏହି କାର୍ଯ୍ୟକ୍ରମକୁ ସ୍ଥାନୀୟ ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କୁ ନିମନ୍ତ୍ରଣ କରାଯାଇ ନ ଥିବାରୁ କେତେ ଜଣ କର୍ମୀ ପାଟିତୁଣ୍ଡ ସହ ହୋ ହଲ୍ଲା କରିଥିଲେ ।

Advertisment

ଭୁବନେଶ୍ୱର ଉପକଣ୍ଠ ବାଳକାଟୀରେ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ । ଗତକାଲି ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍ କାର୍ଯ୍ୟକ୍ରମ ଶୁଣିବା ଲାଗି ଦଳ ପକ୍ଷରୁ ସ୍ୱତନ୍ତ୍ର ଆୟୋଜନ କରାଯାଇଥିଲା । ତେବେ ଏହି କାର୍ଯ୍ୟକ୍ରମକୁ ସ୍ଥାନୀୟ ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କୁ ନିମନ୍ତ୍ରଣ କରାଯାଇ ନ ଥିବାରୁ କେତେ ଜଣ କର୍ମୀ ପାଟିତୁଣ୍ଡ ସହ ହୋ ହଲ୍ଲା କରିଥିଲେ । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe