ଭୋଟ ପାଇଁ ନୋଟ ଦେଲେ ବନ୍ଧା ହେବେ ! | Supreme Court Overturns 1988 Verdict on Vote Buying | OR
Advertisment
ଭୋଟ୍ ବଦଳରେ ଲାଞ୍ଚ ନେବା ମାମଲାରେ ସାଂସଦ ଓ ବିଧାୟକମାନଙ୍କୁ ଦିଆଯାଇଥିବା ଆଇନଗତ ସୁରକ୍ଷା ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ। ଏ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇ ଅଦାଲତ କହିଛନ୍ତି, ଭୋଟ୍ ବଦଳରେ ନୋଟ୍ ନେଉଥିବା ସାଂସଦ କିମ୍ବା ବିଧାୟକଙ୍କ ପାଇଁ କୌଣସି ପ୍ରକାର ଆଇନଗତ ସୁରକ୍ଷା ନାହିଁ। ପୂର୍ବରୁ ଦିଆଯାଇଥିବା ନିଷ୍ପତ୍ତିକୁ ରଦ୍ଦ କରାଯାଉଛି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us