Advertisment

ପରାଜୟ ପଛର କାରଣ କହିଲେ ସୁର ରାଉତରାୟ

ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ବିଧାନସଭା ନିର୍ବାଚନରେ ​​କଂଗ୍ରେସର ପରାଜୟ ନେଇ ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପ୍ରତିକ୍ରିୟା।

Advertisment

ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ବିଧାନସଭା ନିର୍ବାଚନରେ ​​କଂଗ୍ରେସର ପରାଜୟ ନେଇ ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପ୍ରତିକ୍ରିୟା। କହିଲେ, ସଚିନ ପାଇଲଟ ଓ ଅଶୋକ ଗେହଲଟଙ୍କ ଝଗଡା ପାଇଁ ରାଜସ୍ଥାନରେ ହାରିଲୁ। ତେବେ ସେ ପରାଜୟ ପଛର କାରଣ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Congress Sura Routray Election Results
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe