ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି। ସେ ବିଧିବଦ୍ଧ ଭାବେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ।