ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ରାଜ୍ୟ ବିଜେପି ତା’ର ସଂଗଠନକୁ ସକ୍ରିୟ କରିବାକୁ ପଦକ୍ଷେପ ନେଇଛି। ଦୀର୍ଘଦିନ ଧରି ଖାଲି ପଡ଼ିଥିବା ରାଜ୍ୟ ବିଜେପିର ଦୁଇଟି ମୋର୍ଚ୍ଚାର ସଭାପତିଙ୍କ ନାଁ ଆଜି ଘୋଷଣା ହୋଇଛି।
ରାଜ୍ୟ କାର୍ଯ୍ୟକାରିଣୀ ନେତା ସୁରଥ ବିଶ୍ୱାଳଙ୍କୁ ବିଜେପି ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଏବଂ ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କୁ ରାଜ୍ୟ ବିଜେପି ଅନୁସୂଚିତ ଜନଜାତି ମୋର୍ଚ୍ଚା ସଭାପତି ଭାବେ ମନୋନୀତ କରାଯାଇଛି। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନରେ ଏହି ନିଯୁକ୍ତି ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟ ବିଜେପି ତା’ର ସମସ୍ତ ଛାମୁଆ ସଂଗଠନ ମୁଖିଆଙ୍କ ନାଁ ଘୋଷଣା କରିଥିବାବେଳେ ଏହି ଦୁଇଟି ମୋର୍ଚ୍ଚାରେ କାହାରିକୁ ନିଯୁକ୍ତି ମିଳିନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Politics
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୋଦିଙ୍କ କୋର୍ଟକୁ ବଲ ଫିଙ୍ଗିଲେ ଏକନାଥ ସିନ୍ଦେ
ବିଜେପି ହାଇକମାଣ୍ଡଙ୍କ କଥା ସିନ୍ଦେ ମାନିବେ ବୋଲି କହି ସାରିଥିବାରୁ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାରର ସ୍ପଷ୍ଟ ହୋଇସାରିଛି।
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
Politics
‘ଚାଉଳ ହିତାଧିକାରୀଙ୍କ ଭିତରେ ଥିଲେ ୧.୭୭ ଲକ୍ଷ ଭୂତ’
ଏବେବି ୬ ଲକ୍ଷ ୧୯ ହଜାର ୮ ଶହ ୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବା ମନ୍ତ୍ରୀ କହିଛନ୍ତି।