କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ସୁରେଶ ପୂଜାରୀ | Odisha Reporter
Advertisment
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତ୍ରିମଣ୍ଡଳରେ ଆଜି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇନ୍ତି ସୁରେଶ ପୂଜାରୀ। ବ୍ରଜରାଜନଗରରୁ ସେ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ସେ ବରଗଡ଼ରୁ ବିଜେପି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us