ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ: ଆଇନ ମନ୍ତ୍ରୀ

ଶତାଧିକ ସାଧୁସନ୍ଥ ଆଜି ଏକଜୁଟ ହୋଇ ଗଣମାଧ୍ୟମ ଆଗରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ପୂର୍ବ ସରକାର ସେମାନଙ୍କ ଦାବି ପ୍ରତି ଗୁରୁତ୍ୱ ଦେଉନଥିଲା । ସ୍ୱାମୀଜୀଙ୍କ ହତ୍ୟା ଯିଏ କରିଛି ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯାଉ ବୋଲି ସେମାନେ ଦାବି କରିଛନ୍ତି ।

Prithiraj

ପୃଥ୍ୱୀରାଜ ହରିଚନ୍ଦନ

Ordigital Desk
  • Published: Monday, 26 August 2024
  • Updated: 26 August 2024, 07:37 PM IST

Sports

Latest News

ହିନ୍ଦୁ ଧର୍ମଗୁରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ବିଚାର ବିଭାଗୀୟ ତଦନ୍ତ କମିଶନ ରିପୋର୍ଟକୁ ରାଜ୍ୟ ସରକାର ଖୁବଶୀଘ୍ର ସାର୍ବଜନୀନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା ହୋଇସାରିଛି ଓ ନିଷ୍ପତ୍ତି ଖୁବଶୀଘ୍ର ନିଆଯିବ ବୋଲି ଆଜି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏପଟେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାର ୧୬ତମ ଶ୍ରାଦ୍ଧବାର୍ଷିକୀରେ ଶତାଧିକ ସାଧୁସନ୍ଥ ଏକଜୁଟ ହୋଇ ତୁରନ୍ତ ଦୋଷୀଙ୍କୁ ଦଣ୍ଡ ପ୍ରଦାନ ଦିଗରେ ବିଜେପି ସରକାର ପଦକ୍ଷେପ ନିଅନ୍ତୁ ବୋଲି ଦାବି କରିଛନ୍ତି ।

ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲାର ବିଚାରବିଭାଗୀୟ ତଦନ୍ତ ରିପୋର୍ଟକୁ ରାଜ୍ୟ ସରକାର ଖୁବଶୀଘ୍ର ସାର୍ବଜନୀନ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା ସରିଛି । କମିଶନ ରିପୋର୍ଟ ଓ ଅନ୍ୟାନ୍ୟ ତଥ୍ୟକୁ ସାର୍ବଜନୀନ କରାଯିବ । ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଆରଏସଏସ୍ ପକ୍ଷରୁ ଭୁବନେଶ୍ୱରରେ ମାରାଥାନ ଦୌଡ଼ର ଆୟୋଜନ କରାଯାଇଥିଲା । ଯେଉଁଥିରେ ଶତାଧିକ ଲୋକ ସାମିଲ ହୋଇଥିଲେ ।

ସେହିପରି ଶତାଧିକ ସାଧୁସନ୍ଥ ଆଜି ଏକଜୁଟ ହୋଇ ଗଣମାଧ୍ୟମ ଆଗରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ପୂର୍ବ ସରକାର ସେମାନଙ୍କ ଦାବି ପ୍ରତି ଗୁରୁତ୍ୱ ଦେଉନଥିଲା । ସ୍ୱାମୀଜୀଙ୍କ ହତ୍ୟା ଯିଏ କରିଛି ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯାଉ ବୋଲି ସେମାନେ ଦାବି କରିଛନ୍ତି । ଦୀର୍ଘ ୧୬ବର୍ଷ ପରେ ମଧ୍ୟ ତଦନ୍ତ ରିପୋର୍ଟକୁ ସାର୍ବଜନୀନ କରାଗଲାନି । ଏବେ ବିଜେପି ସରକାର ସ୍ୱାମୀଜୀଙ୍କ ହତ୍ୟାକାରୀଙ୍କୁ ଦଣ୍ଡିତ କରିବ ବୋଲି ସେମାନେ ଆଶାବାଦୀ ଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Also Read

ସୂଚନାଯୋଗ୍ୟ, ୨୦୦୮ ମସିହା ଅଗଷ୍ଟ ୨୩ତାରିଖ ଜନ୍ମାଷ୍ଟମୀ ରାତିରେ କନ୍ଧମାଳର ଜଲେସପଟା ଆଶ୍ରମରେ ୮୪ବର୍ଷୀୟ ସାଧୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଓ ତାଙ୍କର ୪ଜଣ ସହଯୋଗୀଙ୍କୁ ଅଜ୍ଞାତ ବ୍ୟକ୍ତିମାନେ ଗୁଳିକରି ହତ୍ୟା କରିଥିଲେ । ଏହି କାରଣରୁ କନ୍ଧମାଳରେ ସାମ୍ପ୍ରଦାୟିକ ଦଙ୍ଗା ବ୍ୟାପୀ ପ୍ରାୟ ୩୮ଜଣ ଲୋକ ପ୍ରାଣ ହରାଇଥିବାବେଳେ ଶତାଧିକ ଲୋକଙ୍କୁ ବାସହରା ହେବାକୁ ପଡ଼ିଥିଲା । ଜିଲ୍ଲା ପ୍ରଶାସନକୁ ସ୍ଥିତି ସ୍ୱାଭାବିକ କରିବା ପାଇଁ ସେତେବେଳେ ପ୍ରାୟ ୪୦ଦିନ କର୍ଫ୍ୟୁ ଜାରି କରିବାକୁ ପଡ଼ିଥିଲା ।

ରାଜ୍ୟ କ୍ରାଇମବ୍ରାଂଚ ଏହି ଘଟଣାର ତଦନ୍ତ କରିଥିଲା ଓ ପରେ ସରକାର ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟା ଓ କନ୍ଧମାଳ ଦଙ୍ଗା ମାମଲାର ବିଚାରବିଭାଗୀୟ ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ । ଜଷ୍ଟିସ ଶରତ ଚନ୍ଦ୍ର ମହାପାତ୍ର ଓ ପରେ ଜଷ୍ଟିସ ଏଏସ୍ ନାଇଡୁଙ୍କ ଜଣିକିଆ କମିଶନ ନିଜର ତଦନ୍ତ ରିପୋର୍ଟକୁ ୨୦୧୫ ଡିସେମ୍ବର ମାସରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ । ଯାହାକି ଏବେବି ସରକାରଙ୍କ ପାଖରେ ରହିଛି ଓ ଏହାକୁ ସାର୍ବଜନୀନ କରାଯାଇନଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story