‘ୱାନ ନେସନ, ୱାନ ଇଲେକ୍ସନ’କୁ ଥାଲାପତି ବିଜୟଙ୍କ ବିରୋଧ

'ଏକ ଦେଶ ଏକ ନିର୍ବାଚନ'କୁ ତାମିଲ ଅଭିନେତା ଥାଲାପତି ବିଜୟଙ୍କ ଦଳର ବିରୋଧ। ମୋଦି ସରକାରଙ୍କ ଯୋଜନାକୁ ବିରୋଧ କରି ସଂକଳ୍ପ ପାରିତ କଲା ତାମିଲଗା ଭେଟ୍ରି କାଝଗମ। ଡିଏମକେ ସରକାରକୁ ବି ଟାର୍ଗେଟ।

Tamil actor Vijay

ତାମିଲ ଅଭିନେତା ଥାଲାପତି ବିଜୟ

Debadatta Aryashrestha
  • Published: Sunday, 03 November 2024
  • Updated: 03 November 2024, 06:25 PM IST

Sports

Latest News

ରାଜନୀତିରେ ଏଣ୍ଟ୍ରି ମାରୁ ମାରୁ ମୋଦି ସରକାରଙ୍କ ଯୋଜନାକୁ ବିରୋଧ କଲେ ତାମିଲ ଅଭିନେତା ଥାଲାପତି ବିଜୟ। ନୂଆକରି ବିଜୟ ଗଢ଼ିଥିବା ଦଳ ‘ତାମିଲଗା ଭେଟ୍ରି କାଝଗମ’ (TVK) ରବିବାର ମୋଦି ସରକାରଙ୍କ 'ୱାନ ନେସନ୍-ୱାନ ଇଲେକ୍ସନ' ଯୋଜନାକୁ ବିରୋଧ କରି ଏକ ସଂକଳ୍ପ ପାରିତ କରିଛି।

କିଛିଦିନ ହେବ ସମଗ୍ର ଦେଶରେ ଗୋଟିଏ ସମୟରେ ନିର୍ବାଚନ କରାଇବାକୁ କେନ୍ଦ୍ର ସରକାରଙ୍କ ଯୋଜନାକୁ ନେଇ ବିରୋଧୀ ଓ ବିଜେପି ମୁହାଁମୁହିଁ ସ୍ଥିତିରେ। ଏଭଳି ପରିସ୍ଥିତିରେ ଏହାକୁ ବିରୋଧ କରି ଏକ ସଂକଳ୍ପ ପାରିତ କରିଛନ୍ତି ବିଜୟ। ଏତିକି ନୁହେଁ, ତାମିଲନାଡ଼ୁରୁ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET) ହଟାଇବାକୁ ମଧ୍ୟ ଦାବି କରିଛି ବିଜୟଙ୍କ ଦଳ।

Also Read

ତେବେ କେବଳ ଶାସକ ବିଜେପି ନୁହେଁ, ବିଜୟଙ୍କ ଦଳ ଟିଭିକେ ଟାର୍ଗେଟରେ ରାଜ୍ୟର ଡିଏମକେ ସରକାର ବି ରହିଛି। ଏମ.କେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ସରକାର ରାଜ୍ୟରେ ଜାତିଭିତ୍ତିକ ଜନଗଣନା କରିବାକୁ ଚେଷ୍ଟା କରୁନଥିବା କହିଛନ୍ତି ବିଜୟ। ଏଥିପାଇଁ ସେ କେନ୍ଦ୍ର ସରକାରକୁ ଦାୟୀ କରିଛନ୍ତି। ଏହା ସହିତ ତାମିଲନାଡ଼ୁର ଶାସକ ଡିଏମକେ ଦଳ କ୍ଷମତାକୁ ଆସିବା ପରେ ନିର୍ବାଚନୀ ପ୍ରତିଶ୍ରୁତି ଭୁଲି ଯାଇଛି ବୋଲି କହିଛନ୍ତି ବିଜୟ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story