Advertisment

ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ପ୍ରେମାନନ୍ଦ ନାୟକ

ବିଜେଡି ଦଳରୁ ଇସ୍ତଫା ଦେବା ନେଇ ପ୍ରେମାନନ୍ଦ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ମୋତେ ମିଳିଲା ନାହିଁ। ମୁଁ ମନ୍ତ୍ରୀ ଥିଲାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ମିଳିଲା ନାହିଁ। ନିଜର ସମସ୍ୟା ଓ ଅଞ୍ଚଳରେ ଥିବା ଛୋଟବଡ଼ ସମସ୍ୟା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିଲୁ ନାହିଁ।

Advertisment

ବିଜେଡିରୁ ଇସ୍ତଫା ଦେଇଛନ୍ତି ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ ଆଣି ପ୍ରେମାନନ୍ଦ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ତେବେ ବିଜେଡି ଦଳରୁ ଇସ୍ତଫା ଦେବା ନେଇ ପ୍ରେମାନନ୍ଦ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ମୋତେ ମିଳିଲା ନାହିଁ। ମୁଁ ମନ୍ତ୍ରୀ ଥିଲାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ମିଳିଲା ନାହିଁ। ନିଜର ସମସ୍ୟା ଓ ଅଞ୍ଚଳରେ ଥିବା ଛୋଟବଡ଼ ସମସ୍ୟା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିଲୁ ନାହିଁ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Kendujhar Bjd Mla
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe