Advertisment

ବିଜେଡି କର୍ମୀଙ୍କ ଆକ୍ରମଣରେ ବିଜେପି କର୍ମୀଙ୍କ ମୃତ୍ୟୁ !

ଏହି ହତ୍ୟାକାଣ୍ଡକୁ ନେଇ ଖଲ୍ଲିକୋଟରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି।

author-image
Manoj Swain
ଅଦ୍ୟତନ ହୋଇଛି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିଲ୍ଲା ଗଞ୍ଜାମରେ ନିର୍ବାଚନୀ ହିଂସା। ବିଜେଡି କର୍ମୀଙ୍କ ଆକ୍ରମଣ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ହତ୍ୟାକାଣ୍ଡକୁ ନେଇ ଖଲ୍ଲିକୋଟରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି କରିଛି। ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। 

Advertisment
Odisha BjD Bjp Ganjam Political Violence