ଅଦ୍ୟତନ ହୋଇଛି
Khallikoteରେ ରାଜନୈତିକ ହିଂସା ଚାଲିଗଲା BJP କର୍ମୀଙ୍କ ଜୀବନ | Election Violence | Election 2024 | OR
Advertisment
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିଲ୍ଲା ଗଞ୍ଜାମରେ ନିର୍ବାଚନୀ ହିଂସା। ବିଜେଡି କର୍ମୀଙ୍କ ଆକ୍ରମଣ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ହତ୍ୟାକାଣ୍ଡକୁ ନେଇ ଖଲ୍ଲିକୋଟରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି କରିଛି। ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us