ସିଏମଓ ଅଫିସରଙ୍କୁ ବିଭାଗ ଦାୟିତ୍ୱ ବାଂଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ଶିଳ୍ପ, ଆଇନ, ଯୋଜନା ଓ ସଂଯୋଜନ ଏବଂ ପର୍ଯ୍ୟଟନ ବିଭାଗର ଦାୟିତ୍ୱ ଆବଂଟନ ହୋଇଛି।

CM Mohan Charan Majhi

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Ordigital Desk
  • Published: Monday, 29 July 2024
  • Updated: 29 July 2024, 10:30 PM IST

Sports

Latest News

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବଂଟନ କରିଛନ୍ତି ।
ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ଶିଳ୍ପ, ଆଇନ, ଯୋଜନା ଓ ସଂଯୋଜନ ଏବଂ ପର୍ଯ୍ୟଟନ ବିଭାଗର ଦାୟିତ୍ୱ ଆବଂଟନ ହୋଇଛି ।

Also Read

ସେହିପରି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଜଙ୍ଗଲ ଓ ପରିବେଶ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ, ଶକ୍ତି, ଇସ୍ପାତ ଓ ଖଣି, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ହସ୍ତତନ୍ତ ଓ ବୟନଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ବିଭାଗର ଦାୟିତ୍ୱ ଦିଆଯାଇଛି ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ଶାହଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ, ସୂଚନା ଓ ଲୋକସମ୍ପର୍କ, ସ୍କୁଲ ଓ ଗଣଶିକ୍ଷା , ଉଚ୍ଚଶିକ୍ଷା, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଏମଏସଏମଇ, ଆଇଟି, ଅନୁସୂଚିତ ଜାତି ଓ ଜନଜାତି, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଦାୟିତ୍ୱ ନ୍ୟସ୍ତ ହୋଇଛି ।

ସେହିପରି ଅବସରପ୍ରାପ୍ତ ବରିଷ୍ଠ ଓଏଏସ୍ ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ସଂସଦୀୟ ବ୍ୟାପାର, ଶ୍ରମ ଓ ନିଯୁକ୍ତି, ଅବକାରୀ ବିଭାଗ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ  ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ମିଳିଥିବା ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଲାଣି।

ସେହିପରି ବରିଷ୍ଠ ଓଏଏସ୍ ଚିତ୍ରସେନ ରାଉତଙ୍କୁ କୃଷି ଓ କୃଷକ କଲ୍ୟାଣ, ମତ୍ସ୍ୟ ଓ ପଶୁସମ୍ପଦ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମିଳିଥିବାବେଳେ ଓଏଫଏସ୍ ଅଫିସର ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦାୟିତ୍ୱ ନ୍ୟସ୍ତ ହୋଇଥିବା ଜଣାପଡ଼ିଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story