ମୋହନ ସରକାରଙ୍କୁ ନେଇ ବଡ଼ କଥା କହିଲେ ପିଏମ୍ | Odisha Reporter
Advertisment
ଡବଲ ଇଞ୍ଜିନ ସରକାରର ସୁଫଳ ମିଳିବା ଆରମ୍ଭ ହୋଇଛି । ବିକାଶର ଗତି ଅଦ୍ଭୂତପୂର୍ବ । ରାଜ୍ୟର ବିଜେପି ସରକାର ଏଠାରେ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଉପରେ ଗୁରୁତ୍ୱ ଦେଉଛି ବୋଲି ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭୁବନେଶ୍ୱରରେ ଆୟୋଜିତ ସାଧାରଣ ସଭାରେ କହିଥିଲେ ପ୍ରଧାନମନ୍ତ୍ରୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us