ବଦ୍ରି ପାତ୍ର ବହୁତ ସିନିୟର ଲୋକ। ସେ ଅଭିଜ୍ଞ ଲୋକ। ଓଡ଼ିଶା ରାଜନୀତିକ ପାଣିପାଗରେ ସେ ବହୁତ ଦିନ ଧରି ଅଛନ୍ତି। ସମସ୍ତଙ୍କୁ ପରୀକ୍ଷା କରିଛନ୍ତି। ସେ ଗତ କଥା ଜାଣିଛନ୍ତି। ବର୍ତ୍ତମାନ କଥା ଜାଣିଛନ୍ତି। ଏପରିକି ଭବିଷ୍ୟତରେ କ’ଣ ହେବ, ତାହା ବଦ୍ରି ପାତ୍ରଙ୍କ ଭଲ ଭାବେ ଜଣା। ଦେବାଶିଷ ସାମନ୍ତରାୟ, ମୁନ୍ନା ଖାଁ ଓ ଅତନୁ ସବ୍ୟସାଚୀ ପ୍ରମୁଖ ନେତାଙ୍କର ଧୈର୍ଯ୍ୟ ନାହିଁ। ଶାସନରେ ଥିଲେ, ଯାହା ଚାହୁଁଥିଲେ, ତାହା କରୁଥିଲେ। ସେମାନଙ୍କ ସେ ଅଭ୍ୟାସ ଯାଇନି। ସେମାନେ ଭାବୁଛନ୍ତି ଯେ ସେମାନେ ଏବେବି ଶାସନରେ ଅଛନ୍ତି। ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନିଜକୁ ଧିକାର୍ କଲେ ସୌମ୍ୟ, କହିଲେ ବିଜେଡିରେ ମିଶିଥିବାରୁ ଲଜ୍ଜିତ
ନବୀନ ପଟ୍ଟନାୟକ ଜଣେ ଅଦ୍ଭୂତ ପ୍ରେମକାହାଣୀର ନାୟକ। ଯାହାଙ୍କୁ ଓଡ଼ିଶାବାସୀ ଏତେ ଭଲପାଇବା ଦେଲେ, କିନ୍ତୁ ତା’ର ରିଟର୍ଣ୍ଣ ଗିଫ୍ଟ ସେ କ’ଣ ଦେଲେ? ବରିଷ୍ଠ ସାମ୍ବାଦିକ ରୁବେନ୍ ବାନାର୍ଜୀଙ୍କ ଦ୍ୱାରା ଲିଖିତ ପୁସ୍ତକର ଉନ୍ମୋଚନ ଅବସରରେ ଏହି ମନ୍ତବ୍ୟ ଦେଇଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ।
Politics
ପୁଣି ଆସିବେ ଶାହ, ୨୮ରେ ସମ୍ବଲପୁର
ଅମିତ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।
National
'ଗୋଟିଏ ଦେଶ, ଗୋଟିଏ ନିର୍ବାଚନ' ପାଇଁ ଜେପିସି କମିଟିରେ ୩୯ ସଦସ୍ୟ, ଓଡ଼ିଶାରୁ ୪ ସାଂସଦ
ଶାସକ ଏନଡିଏରୁ ୨୭ ଓ ବିଭିନ୍ନ ବିରୋଧୀ ଦଳରୁ ୧୨ ସାସଂଦଙ୍କୁ ଜେପିସିରେ ମିଳିଲା ସ୍ଥାନ। ଓଡ଼ିଶାରୁ ବୈଜୟନ୍ତ, ଭର୍ତ୍ତୃହରି, ସମ୍ବିତଙ୍କ ସମେତ ମାନସ ମଙ୍ଗରାଜ କମିଟିରେ ସାମିଲ।
Politics
ଦଳିତ ଶିକ୍ଷାର୍ଥୀଙ୍କ ପାଇଁ କେଜ୍ରିୱାଲଙ୍କ ‘ଆମ୍ବେଦକର ବୃତ୍ତି”
ବର୍ତ୍ତମାନ ଦେଶରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ପ୍ରସଙ୍ଗରେ ଦେଇଥିବା ବୟାନକୁ ନେଇ ବିବାଦ ଲାଗି ରହିଛି।
Politics
ସଂସଦରେ ଧକ୍କା କାଣ୍ଡ: ରାହୁଲ ଗାନ୍ଧିଙ୍କ କେସ୍ର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ବିଜେପିର ଅଭିଯୋଗକ୍ରମେ ଦିଲ୍ଲୀ ପୁଲିସ୍ ରାହୁଲ ଗାନ୍ଧିଙ୍କ ନାଁରେ ଉଦ୍ଦେଶ୍ୟମୂଳକ ଭାବେ ଗଭୀର ଆଘାତ ଦେବା, ଅନ୍ୟର ଜୀବନ ପ୍ରତି ତଥା ବ୍ୟକ୍ତିଗତ ସୁରକ୍ଷାରେ ବିପଦ ସୃଷ୍ଟି କରିବା, ଅପରାଧିକ କାର୍ଯ୍ୟକଳାପ ଦ୍ଵାରା ଅନ୍ୟକୁ ଭୟଭୀତ କରାଇବା ଭଳି ଗମ୍ଭୀର ଦଫା ଲଗାଇ ମାମଲା କରିଥିଲା।