Advertisment

‘ମୋତେ ମାରିଦେଇଥା’ନ୍ତେ’

‘ପିଏସ୍‌ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍‌ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’

author-image
Jitendra Garnayak

ଗତକାଲି ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ପରେ ହିମାଂଶୁ ସାହୁ କହିଛନ୍ତି, ମୋ ପିଏସ୍‌ଓଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ପିଏସ୍‌ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍‌ଓ ସେମାନଙ୍କ କବଳରୁ ଖସିଯାଇଥିଲେ। ଲୋକମାନେ ଆସିନଥିଲେ ସେମାନେ ମୋତେ ମାରିଦେଇଥାନ୍ତେ। ବବି ଦାସକୁ ବିରୋଧ କରୁଛି, ତାକୁ ପିଟି ମାରିଦିଅ କହୁଥିଲେ। ମୋତେ ମାରି ବାଇ ଇଲେକ୍ସନ କରିବା ଯୋଜନାରେ ଥିଲେ। 

Advertisment
Pranab Prakash Das Bjp Himanshu Sahu